Masthead

କାଲିଠୁ ସଂସଦର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କାଲିଠୁ ସଂସଦର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ । ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ରହିବ ମୋଟ ୧୭ଟି କାର୍ଯ୍ୟଦିବସ । ଏହା ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏକ ମାସର ବ୍ୟବଧାନ ପରେ ବଜେଟ୍ ଅଧିବେଶନ ପୁଣି ଆରମ୍ଭ ହେବାକୁ ଯାଉଥିବାରୁ ଅଧିବେଶନ କାଳରେ ବିଭାଗୀୟ ସଂସଦୀୟ ସ୍ଥାୟୀ କମିଟି, ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗୀୟ ଅନୁଦାନ ସମ୍ପର୍କିତ ଆଲୋଚନା ହେବ। ସଂସଦର ବଜେଟ୍ ଅଧିବେଶନ ଗତ ଜାନୁଆରୀ ୩୧ରୁ ଆରମ୍ଭ ହୋଇଥିଲା। ସଂସଦ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃଆରୀ ୧୩ ପର୍ଯ୍ୟନ୍ତ ଚାଲିଥିଲା। ଏହି ଅବଧିରେ ସମୁଦାୟ ୧୦ଟି କାର୍ଯ୍ୟଦିବସ ରହିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ