Masthead

ଆଜିଠୁ ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜିଠୁ ପୁଣି କମ୍ପିବ ବିଧାନସଭା । ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନ । ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗ ଉଠାଇବ କଂଗ୍ରେସ । ପୁଣିଥରେ ନବ ଦାସ ହତ୍ୟା ପ୍ରସଙ୍ଗ ଉଠାଇ ସରକାରକୁ ଘେରିପାରନ୍ତି ବିରୋଧୀ । ଦରଦାମ ବୃଦ୍ଧି, ବିଦ୍ୟୁତ କାଟ ପ୍ରସଙ୍ଗ ଉଠାଇ ସରକାରଙ୍କ ଉତ୍ତର ଲୋଡିବ ବୋଲି କହିଛି କଂଗ୍ରେସ ।

ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ନବ ଦାସ ହତ୍ୟାକାଣ୍ଡ ସମ୍ପର୍କରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲେ ବି ନିର୍ଯ୍ୟାସ ବାହାରି ପାରିନି । କଂଗ୍ରେସ ବିଧାୟକ ଦଳର ନେତା କହିଛନ୍ତି. ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉଠାଇବ ଦଳ । ଏହି ହତ୍ୟା ଘଟଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଉତ୍ତରଦାୟୀ କରିଛି କଂଗ୍ରେସ । କାହିଁକି ନବ ଦାସଙ୍କୁ ହତ୍ୟା ହେଲା ଏବେ ଯାଏଁ ଜଣା ପଡିନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ