Masthead

ଆଜିଠୁ ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜିଠୁ ପୁଣି କମ୍ପିବ ବିଧାନସଭା । ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନ । ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗ ଉଠାଇବ କଂଗ୍ରେସ । ପୁଣିଥରେ ନବ ଦାସ ହତ୍ୟା ପ୍ରସଙ୍ଗ ଉଠାଇ ସରକାରକୁ ଘେରିପାରନ୍ତି ବିରୋଧୀ । ଦରଦାମ ବୃଦ୍ଧି, ବିଦ୍ୟୁତ କାଟ ପ୍ରସଙ୍ଗ ଉଠାଇ ସରକାରଙ୍କ ଉତ୍ତର ଲୋଡିବ ବୋଲି କହିଛି କଂଗ୍ରେସ ।

ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ନବ ଦାସ ହତ୍ୟାକାଣ୍ଡ ସମ୍ପର୍କରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲେ ବି ନିର୍ଯ୍ୟାସ ବାହାରି ପାରିନି । କଂଗ୍ରେସ ବିଧାୟକ ଦଳର ନେତା କହିଛନ୍ତି. ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉଠାଇବ ଦଳ । ଏହି ହତ୍ୟା ଘଟଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଉତ୍ତରଦାୟୀ କରିଛି କଂଗ୍ରେସ । କାହିଁକି ନବ ଦାସଙ୍କୁ ହତ୍ୟା ହେଲା ଏବେ ଯାଏଁ ଜଣା ପଡିନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ