Masthead

ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ବସିବ ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ । ଦିନ ୧୧ଟାରେ ପୁରୀ ପୌର ସଦନରେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଆଇନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ । ଶୃଙ୍ଖଳିତ ରଥଯାତ୍ରା ନେଇ ହେବ ବିସ୍ତୃତ ଆଲୋଚନା । ଆକ୍ସନ ପ୍ଲାନ ରିପୋର୍ଟ ଦାଖଲ କରିବେ ବିଭାଗୀୟ ଅଧିକାରୀ ।

ରାସ୍ତାଘାଟ, ପରିମଳ, ସ୍ୱାସ୍ଥ୍ୟ,ସୁରକ୍ଷା, ପରିବହନ, ରେଳ ଚଳାଚଳ ଆଦି ଅନେକ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରାଯିବ। ଅନ୍ୟପଟେ ରଥନିର୍ମାଣ ଠାରୁ ଆରମ୍ଭ କରି ରଥଯାତ୍ରା କିଭଳି ଶୃଙ୍ଖଳିତ ହୋଇପାରିବ, ନୀତିକାନ୍ତି କିଭଳି ଶୃଙ୍ଖଳିତ ହୋଇପାରିବ, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଆଇନଶୃଙ୍ଖନା ବ୍ୟବସ୍ଥା ଓ ରଥଯାତ୍ରାକୁ ନେଇ ତମାମ୍ ବ୍ୟବସ୍ଥାବଳୀ ଉପରେ ବୈଠକରେ ଆଲୋଚନା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ