ସୁରଟରେ ଲାଗୁ ହେଲା ୧୪୪

ସୁରଟ (ବଡ଼ ଖବର ବ୍ୟୁରୋ): ସୁରଟରେ ଲାଗୁ ହେଲା ୧୪୪ ଧାରା । କରୋନାକୁ ଦୃଷ୍ଟିରେ ରଖି ଏହି ଧାରା ଜାରି କରାଯାଇଛି । ଅନ୍ତିମ ସଂସ୍କାର ଓ ବିବାହ ଉତ୍ସବକୁ କଟକଣା ମୁକ୍ତ କରାଯାଇଛି । ସାଧାରଣ ସ୍ଥାନରେ ୪ରୁ ଅଧିକ ଲୋକ ଏକାଠି ହୋଇପାରିବେ ନାହିଁ । ମଙ୍ଗଳବାର ଠାରୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ଏହି କଟକଣା ଲାଗୁ ହେବ ।

ରାଲି ଓ ଶୋଭାଯାତ୍ରା ଉପରେ କଟକଣା ଜାରି କରାଯାଇଛି । ନିୟମ ଉଲ୍ଲଙ୍ଘନ କଲେ କଡା କର୍ଯ୍ୟାନୁଷ୍ଠାନ ନିଆଯିବା ନେଇ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି । ଗୁଜୁରାଟରୁ ଆସୁଥିବା କରୋନା ସଂକ୍ରମିତଙ୍କ ମଧ୍ୟରୁ ଅଧିକାଂଶ କେସ ସୁରଟରୁ ଆସୁଛି । ସୁରଟରେ ୨୪ ଘଣ୍ଟା ମଧ୍ୟରେ ୬୧୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୨ଜଣଙ୍କର ମୃତ୍ୟୁ ହୋଇଛି । ସେପଟେ ସୁରଟରେ ବଢୁଥିବା ସଂକ୍ରମିତ ଓଡ଼ିଶା ପାଇଁ ଚିନ୍ତାର କାରଣ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ