Masthead

ଜାଗର ବାହାରୁ ବାହାରୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୧୧ ତାରିଖରେ ରାଜ୍ୟରେ ମହାଶିବରାତ୍ରି । ଏଥିପାଇଁ ସ୍ୱତନ୍ତ୍ର ରିଲିଫ୍ କମିସନରଙ୍କ ପକ୍ଷରୁ କଟକଣା ଜାରି କରାଯାଇଛି । ଏନେଇ ସବୁ ଜିଲ୍ଲାପାଳ ଓ ପୌର କମିସନରମାନଙ୍କୁ ଚିଠି ଲେଖାଯାଇଛି। ଶିବ ମନ୍ଦିର ଭିତରେ ଓ ବାହାରେ ଗହଳି ଉପରେ କଟକଣା ଜାରି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁମାନେ କୋଭିଡ କଟକଣା ନିୟମ ଉଲ୍ଲଂଘନ କରିବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବି ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିସନର।

ମହାଶିବରାତ୍ରି ଉପଲକ୍ଷେ ବିଭିନ୍ନ ଶୈବପୀଠରେ ମେଳା ବସିଥାଏ କିନ୍ତୁ ଏଥର ମେଳା ବସିବା ଉପରେ କଟକଣା ଜାରି କରାଯାଇଛି। ତେବେ ଏନେଇ ସ୍ଥାନୀୟ ପ୍ରଶାସନ ନିଷ୍ପତ୍ତି ନେବେ ବୋଲି ଚିଠିରେ କୁହାଯାଇଛି। ଅନ୍ୟପଟେ ଶୋଭନେଶ୍ୱର ଶିବ ମନ୍ଦିର ଓ ଆଖଣ୍ଡଳମଣି ପୀଠରେ ୧୪୪ ଧାରା ଜାରି କାରାଯାଇଛି । ଯେଉଁସବୁ ସ୍ଥାନରେ ୧୪୪ ଧାରା ଜାରି କରାଯାଇଛି ସେଠାରେ ବିନା ଭକ୍ତରେ ହେବ ଜାଗର ଯାତ୍ରା । ମନ୍ଦିରର ସେବାୟତଙ୍କୁ ନେଇ ଠାକୁରଙ୍କ ନିତିକାନ୍ତି କରାଯିବ । ସମସ୍ତ ସେବାୟତ ମାସ୍କ ପିନ୍ଧିବାକୁ ବୈଠକରେ ସ୍ଥିର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ