Masthead

ପୁଣି ଟ୍ରେନ ଦୁର୍ଘଟଣା

କୋଲକାତା (ବଡ଼ ଖବର ବ୍ୟୁରୋ): ପୁଣି ଟ୍ରେନ୍‌ ଦୁର୍ଘଟଣା। ଲାଇନ୍‌ ଚ୍ୟୁତ ହେଲା ଆଉ ଏକ ଟ୍ରେନ୍। ହାୱଡା ନାଲପୁର ନିକଟରେ ସାଲିମାର-ସିକନ୍ଦରାବାଦ ସୁପରଫାଷ୍ଟ ସ୍ପେଶାଲ ଟ୍ରେନ ଲାଇନଚ୍ୟୁତ ହୋଇଛି । ଟ୍ରେନ୍‌ର ତିନୋଟି ବଗି ଟ୍ରାକ୍‌ରୁ ଖସି ଯାଇଛି। ଫଳରେ ଏଥିରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଟ୍ରେନ ନମ୍ବର ହେଉଛି ୨୨୮୫୦ । ଆଜି ଭୋର ୫ଟା ୪୫ ମିନିଟରେ ଟ୍ରେନଟି ଲାଇନଚ୍ୟୁତ ହୋଇଥିବା ସୂଚନା ରହିଛି ।

ତେବେ ଏଥିରେ କେହି ମୃତାହତ ହୋଇନଥିବା ଜଣାପଡିଛି । ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର ଓ ମରାମତି କାର୍ଯ୍ୟ କରୁଛି ରେଳ ବିଭାଗ। ସେପଟେ ରେଳ ବିଭାଗ ପକ୍ଷରୁ ହେଲ୍ପ ଲାଇନ ନଂ ଜାରି କରାଯାଇଛି । ଖଡଗପୁର ପାଇଁ ହେଲପ୍ ଲାଇନ୍ ନଂ- ୬୩୭୬୪ ଜାରି କରାଯାଇଛି । ଖଡଗପୁର ଷ୍ଟେସନ ପକ୍ଷରୁ ହେଲପଲାଇନ୍ ନଂ ୦୩୨୨୨୯-୩୭୬୪ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ