Masthead

ମହାଶିବରାତ୍ରି ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାତି ପାହିଲେ ମହାଶିବରାତ୍ରି । ଏଥିପାଇଁ ଚଳଚଞ୍ଚଳ ଶୈବ ପୀଠ। ମହାଶିବରାତ୍ରି ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଭିଡ଼ ଉପରେ ନଜର ରଖିବା ପାଇଁ ୪ଟି ସିଫ୍ଟରେ ସମ୍ପୂର୍ଣ୍ଣ ସ୍ଥାନ ଜଗିବେ ପୋଲିସ । ୫ ଆଡିସନାଲ ଡିଏସପି, ୧୪ଏସିପି, ୨୧ ଆଇଆଇସି, ୮୪ ଏସଆଇ, ୯୩ ଏଏସଆଇ ମୁତୟନ ରହିବେ । ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥ କରାଯାଇଛି । ଭିଡ ନିୟନ୍ତ୍ରଣ ପାଇଁ ଓଡ୍ରାଫ,ଅଗ୍ନିଶମ ଅଧିକାରୀ ରହିବେ । ସବୁଠି ଲାଗିବ ସିସିଟିଭି । ସାଧା ପୋଷାକରେ ମୁତୟନ ରହିବେ ପୋଲିସ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପ୍ରତୀକ ସିଂ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ