Masthead

ସୁରକ୍ଷାକର୍ମୀ- ମାଓବାଦୀ ମୁହାଁମୁହିଁ

କନ୍ଧମାଳ (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ଥାନା ଅନ୍ତର୍ଗତ ବାରଖମା ନିକଟସ୍ତ କାମ୍ବେରିକିଆ ଜଙ୍ଗଲରେ ସୁରକ୍ଷାକର୍ମୀ- ମାଓବାଦୀ ମୁହାଁମୁହିଁ । ମାଓବାଦୀଙ୍କ ପକ୍ଷରୁ ପ୍ରଥମେ ଗୁଳିଚାଳନା ହୋଇଥିବା ବେଳେ ଜଣେ ଡିଭିଏଫ୍ ଯବାନ୍ ଆହତ ସୂଚନା ହୋଇଥିବା ସୂଚନା ମିଳିଛି । ସେହିପରି ଜଣେ କ୍ୟାଡର ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ଯବାନଙ୍କ ବାମ ହାତରେ ଗୁଳି ବାଜିଥିବା ବେଳେ ତାଙ୍କୁ ପ୍ରଥମେ ବାଲିଗୁଡ଼ା ଓ ପରେ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟକୁ ନିଆଯାଇଛି ।

ଆହତ ଯବାନଙ୍କ ନାମ ଜିତେନ୍ଦ୍ର ନାୟକ ଓ ତାଙ୍କ ବାମ ହାତରେ ଗୁଳି ବାଜିଛି। ଅନ୍ୟପଟେ ପୁଲିସର ପାଲଟା ଗୁଳି ବର୍ଷାରେ ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା। ଜି ସକାଳେ କନ୍ଧମାଳ ଏସ୍‌ପିଙ୍କୁ କମ୍ବେରିକିଆ ଜଙ୍ଗଲରେ କେକେବିଏନ୍‌ ମାଓବାଦୀଙ୍କ ଏକ କ୍ୟାମ୍ପ ଚାଲୁଥିବା ସୂଚନା ମିଳିବା ପରେ ସମ୍ପୃକ୍ତ ଅଞ୍ଚଳରେ ତଲାସି ଅଭିଯାନ ଆରମ୍ଭ ହୋଇଥିଲା। ଅଭିଯାନ ପରେ ମାଓବାଦୀ ଛତ୍ରଭଙ୍ଗ ଦେଇଥିବା ବେଳେ ସେମାନଙ୍କ ଆକ୍ରମଣରେ ଯବାନ ଜଣକ ଆହତ ହୋଇଥିଲେ ଳ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ