Masthead

ଜାଣନ୍ତୁ କେବେ ପ୍ରକାଶ ପାଇବ ସିବିଏସସି ଦଶମ ଓ ଦ୍ଵାଦଶ ପରୀକ୍ଷା ଫଳ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଙ୍ଗଳବାର ପ୍ରକାଶ ପାଇପାରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସସି) ଦଶମ ବୋର୍ଡ ପରୀକ୍ଷାଫଳ । ପୂର୍ବ ପ୍ରଦର୍ଶନ ଆଧାରରେ ପ୍ରକାଶ ପାଇପାରେ ରେଜଲ୍ଟ । କୋରୋନା ସଂକ୍ରମଣ ପାଇଁ ଚଳିତ ଥର ସିବିଏସଇ ଦଶମ ପରୀକ୍ଷା ବାତିଲ ହୋଇଥିଲା ।

ଜୁଲାଇ ୩୧ ସୁଦ୍ଧା ସିବିଏସଇ ଦ୍ବାଦଶ ରେଜଲ୍ଟ ବାହାରିବା ନେଇ ସମ୍ଭାବନା ରହିଛି । ରେଜଲ୍ଟ ନେଇ କୌଣସି ନିର୍ଦ୍ଧିଷ୍ଟ ତାରିଖ ଘୋଷଣା ହୋଇନାହିଁ । ତେବେ ଜୁଲାଇ ୨୯ରେ ରେଜଲ୍ଟ ବାହାରିବା ନେଇ ଚର୍ଚ୍ଚା ହେଉଛି । ସିବିଏସଇର ଅଫିସିଆଲ ୱେବସାଇଟରେ ଛାତ୍ରଛାତ୍ରୀମାନେ ଦେଖିପାରିବେ ନିଜ ନିଜର ପରୀକ୍ଷା ଫଳ । ସିବିଏସଇ ୱେବସାଇଟ cbse.nic.inରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ପୁଣି ଲଘୁଚାପ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ବନ୍ୟା ପାଣି ଘେରରେ ଜନନୀ ଯନ୍ତ୍ରଣା 🔴 ହତ୍ୟା ପରେ ଆତ୍ମସମର୍ପଣ 🔴 ବାରବାଙ୍କ ଘାଟିରେ ଭୂସ୍ଖଳନ 🔴 ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 🔴 ରାଜ୍ୟରେ ହେବ ‘ବୟୋଜ୍ୟେଷ୍ଠ ଉତ୍ସବ’ 🔴 ମୟୂରଭଞ୍ଜ ବିଜେଡିରେ ଅସନ୍ତୋଷ 🔴 ଗଜାନନଙ୍କ ପ୍ରତିମା ଖସି ଚାଲିଗଲା ଜୀବନ 🔴 ପୁଣି ଲଘୁଚାପ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି