Masthead

ମନ୍ଦିର କାନ୍ଥ ଭୁଶୁଡି ୮ ଭକ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆନ୍ଧ୍ରପ୍ରଦେଶ ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ। ବର୍ଷାରେ ୨୦ ଫୁଟ୍‌ ଲମ୍ବା କାନ୍ଥ ଦୁର୍ବଳ ହୋଇ ଭୁଶୁଡ଼ି ପଡ଼ିଛି । ଦୁର୍ଘଟଣାରେ ୮ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଶତାଧିକ ଲୋକ ଆହତ ହୋଇଛନ୍ତି । ଚନ୍ଦନେଶ୍ବର ଯାତ୍ରା ପାଇଁ ବରାହଲକ୍ଷ୍ମୀ ମନ୍ଦିରରେ ଯାଇଥିଲେ ଶ୍ରଦ୍ଧାଳୁ । ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି ।

ଚନ୍ଦନ ଯାତ୍ରା ଚାଲିଥିବା ବେଳେ କାନ୍ଥ ଭୁଶୁଡ଼ି ପଡ଼ିଥିଲା । ଏନଡିଆରଏଫ୍ ଓ ଏସ୍‌ଡି୍ଆରଏଫ୍ ଟିମ ପକ୍ଷରୁ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଚନ୍ଦନ ଯାତ୍ରା ଚାଲିଥିବା ବେଳେ ହଠାତ୍ ୨୦ ଫୁଟର ଏକ ଅଂଶ ଭାଙ୍ଗି ଯାଇଥିଲା । ତୁରନ୍ତ ଘଟଣାସ୍ଥଳରେ ଉଦ୍ଧାରକାରୀ ଟିମ୍ ପହଞ୍ଚିଥିଲେ । ଆହତଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ