Masthead

ସରକାରୀ କ୍ୱାଟରରୁ ବ୍ରାଉନସୁଗର ଜବତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସରକାରୀ କ୍ବାର୍ଟର କ୍ୟାମ୍ପସରେ ଚାଲିଥିଲା ବ୍ରାଉନସୁଗର ଡିଲ । କମିଶନରେଟ ପୋଲିସ ସହାୟତରେ ଧରିଲା ଏସଟିଏଫ । ୧ କେଜି ୭ ଶହ ଗ୍ରାମ ବ୍ରାଉନସୁଗର ଜବତ କଲା ଏସଟିଏଫ । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧ କୋଟି ୧୦ ଲକ୍ଷରୁ ଅଧିକ ହେବ । ବେପାରୀ ଚିତ୍ତରଞ୍ଜନ ସାହୁକୁ ଡିଲ ବେଳେ ଗିରଫ କଲା ଏସଟିଏଫ ।

ଚିତ୍ତରଞ୍ଜନ ଘର ଢେଙ୍କାନାଳ ଜିଲ୍ଳାରେ । ଭୁବନେଶ୍ୱରରେ କାରବାର କରିଥିଲା ଚିତ୍ତରଞ୍ଜନ । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଚଢ଼ାଉ କଲା ଏସଟିଏଫ । ସେପଟେ ୨୦୨୦ ରୁ ଆଜି ମଧ୍ୟରେ ୬୯ କେଜି ବ୍ରାଉନସୁଗର ଜବତ କରିଛି ଏସଟିଏଫ । ୨୦୨ ଗ୍ରାମ କୋକେନ, ୧୧୩ କୁଇଣ୍ଟାଲ ଗଞ୍ଜେଇ ମଧ୍ୟ ଜବତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା