Masthead

ଗ୍ୟାଙ୍ଗଷ୍ଟର ହାଇଦର ପୁଅ ସେକକୁ ଆଜୀବନ କାରାଦାଣ୍ଡ

କେନ୍ଦ୍ରାପଡା(ବଡ଼ ଖବର ବ୍ୟୁରୋ):  ଦୁର୍ଦ୍ଦାନ୍ତ ଗାଙ୍ଗଷ୍ଟାର ହାଇଦର ପୁଅ ସେକ କାଦିର ଓରଫ ମୁନ୍ନାକୁ ଆଜୀବିନ କାରାଦାଣ୍ଡ ଶୁଣାଯାଇଛି । କେନ୍ଦ୍ରାପଡା ଜିଲ୍ଲା ଦୌରା ଜଜ୍ ତାଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି । ସୂଚନା ଅନୁସାରେ ୨୦୧୩ ମସିହାରେ କେନ୍ଦ୍ରାପଡା ଜିଲ୍ଲା ଆଳି ଅଞ୍ଚଳର ସାର ବ୍ୟବସାୟୀ ସାହା ନବାଜ ଖାଁ ହତ୍ୟାମାମଲାରେ ତାଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି । ବ୍ୟବସାୟୀ ସାହା ନାବାଜଙ୍କୁ ଦାଦାବଟି ମାଗିବା ବ୍ୟଳେ ସେକ୍ କାଦିର ତାଙ୍କ ଦୋକାନରେ ପସି ଗୁଳି କରି ହତ୍ୟା କରିଥିଲେ । ଘଟଣା ପରେ ଏହି ମାମଲାରେ ୮ ଅଭିଯୁକ୍ତ ବିନା ପ୍ରମାଣାରେ ଖସିଯାଇଛନ୍ତି ।

ଏ ନେଇ ସରକାରୀ ଆଇନଜୀବି ମାନସର ରଂଞ୍ଜନ ବେହେରା ସୂଚନା ଦେଇଛନ୍ତି । ଗ୍ୟାଙ୍ଗଷ୍ଟର ହାଇଦରର ବଡ ପୁଅ ହେଉଛି ସେକ କାଦିର । କାଦିର ନାଁରେ ୩୦ରୁ ଅଧିକ ମାମାଲା ରୁଜୁ ହୋଇଛି । କାଦିର ଅନେକ ସମୟରେ ଦାଦାବଟି, ଧମକ ଚମକ ଦେବା, ଲୁଟ, ବୋମାମାଡ, ହତ୍ୟା ପ୍ରଭୃତି କେସରେ ତାଙ୍କ ନାଁ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା