Masthead

ଯୋଗ୍ୟ ହିତାଧିକାରୀ ଚୟନ କରାଯାଉଛି: ପ୍ରଦୀପ ଅମାତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପ୍ରସଙ୍ଗକୁ ନେଇ ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ ଅମାତ । କହିଛନ୍ତି ହିତାଧିକାରୀ ଚୟନରେ କୌଣସି ପଖ୍ୟପାତିତାର ପ୍ରଶ୍ନ ଉଠୁନି। ସ୍ଵଛତା ବଜାୟ ଲାଗି ସବୁ ପ୍ରକାର ପଦକ୍ଷେପ ନିଆଯାଇଛି। ୧ଲକ୍ଷ ୮ହଜାର ୨୪୩ ଅଭିଯୋଗ ଆସିଥିଲା । ଵ୍ଲକସ୍ତରରେ ୩ ଜଣିଆ କମିଟି ଯାଞ୍ଚ ପରେ ୫୦୭୬୩ ଅଯୋଗ୍ୟଙ୍କୁ ଵାଦ୍ ଦିଆଯାଇଛି। ୬୭୨୨ ପଞ୍ଚାୟତରେ ଯୋଗ୍ୟ ହିତାଧିକାରୀଙ୍କୁ ଚୟନ କରାଯାଇଛି । ବିଧାନସଭାରେ ବଜେଟ ଅଧିବେଶନର ଚତୁର୍ଥ ଦିନରେ ଆରମ୍ଭରୁ ଚାଷୀ ଆତ୍ମହତ୍ୟା ପ୍ରସଙ୍ଗ ନେଇ ବିରୋଧୀ ହଟ୍ଟଗୋଳ କରିଥିଲେ । ୧୧.୩୦ ଯାଏ ଗୃହ ମୁଲତବୀ କରିଥିଲେ ବାଚସ୍ପତି । ପରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ମୁଲତବୀ ପ୍ରସ୍ତାବ ଆଲୋଚନା କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ