Masthead

ଯୋଗ୍ୟ ହିତାଧିକାରୀ ଚୟନ କରାଯାଉଛି: ପ୍ରଦୀପ ଅମାତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପ୍ରସଙ୍ଗକୁ ନେଇ ଉତ୍ତର ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ ଅମାତ । କହିଛନ୍ତି ହିତାଧିକାରୀ ଚୟନରେ କୌଣସି ପଖ୍ୟପାତିତାର ପ୍ରଶ୍ନ ଉଠୁନି। ସ୍ଵଛତା ବଜାୟ ଲାଗି ସବୁ ପ୍ରକାର ପଦକ୍ଷେପ ନିଆଯାଇଛି। ୧ଲକ୍ଷ ୮ହଜାର ୨୪୩ ଅଭିଯୋଗ ଆସିଥିଲା । ଵ୍ଲକସ୍ତରରେ ୩ ଜଣିଆ କମିଟି ଯାଞ୍ଚ ପରେ ୫୦୭୬୩ ଅଯୋଗ୍ୟଙ୍କୁ ଵାଦ୍ ଦିଆଯାଇଛି। ୬୭୨୨ ପଞ୍ଚାୟତରେ ଯୋଗ୍ୟ ହିତାଧିକାରୀଙ୍କୁ ଚୟନ କରାଯାଇଛି । ବିଧାନସଭାରେ ବଜେଟ ଅଧିବେଶନର ଚତୁର୍ଥ ଦିନରେ ଆରମ୍ଭରୁ ଚାଷୀ ଆତ୍ମହତ୍ୟା ପ୍ରସଙ୍ଗ ନେଇ ବିରୋଧୀ ହଟ୍ଟଗୋଳ କରିଥିଲେ । ୧୧.୩୦ ଯାଏ ଗୃହ ମୁଲତବୀ କରିଥିଲେ ବାଚସ୍ପତି । ପରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ମୁଲତବୀ ପ୍ରସ୍ତାବ ଆଲୋଚନା କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି