Masthead

ବିକ୍ରମ ଲ୍ୟାଣ୍ଡର ପରେ ସେଲଫି ପଠାଇଲା ଆଦିତ୍ୟ ଏଲ-ୱାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତର ପ୍ରଥମ ସୂର୍ଯ୍ୟ ମିଶନ ସାଟେଲାଇଟ ଆଦିତ୍ୟ ଏଲ୍‌-ୱାନ ନେଲା ସେଲଫି । ପୃଥିବୀ ଏବଂ ଚନ୍ଦ୍ରର ଫଟୋ ପଠାଇଲା ଆଦିତ୍ୟ ଏଲ୍‌-ୱାନ । ପୂର୍ବରୁ ଚନ୍ଦ୍ରୟାନ-୩ର ଅବତରଣ ପରେ ବିକ୍ରମ ଲ୍ୟାଣ୍ଡର ଅନେକ ଫଟୋ ସେୟାର କରିଥିବାବେଳେ ଏବେ ସୂର୍ଯ୍ୟ ମିଶନରେ ଯାଇଥିବା ଆଦିତ୍ୟ ଏଲ୍‌-ୱାନ ଚନ୍ଦ୍ର ଓ ପୃଥିବୀର ଫଟୋ ସେୟାର କରିଛି ।

ସୂର୍ଯ୍ୟଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ଏଥିରେ ଖଞ୍ଜାଯାଇଥିବା କ୍ୟାମେରା ଏହି ଫଟୋ ଉଠାଇଛି । ଚନ୍ଦ୍ର ଏବଂ ପୃଥିବୀର ଫଟୋ ନେବା ସହ ନିଜର ମଧ୍ୟ ଏକ ଫଟୋ ନେଇଛି ଆଦିତ୍ୟ ଏଲ୍‌-ୱାନ । ଇସ୍ରୋ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଏହି ଫଟୋରେ ଚନ୍ଦ୍ର ତୁଳନାରେ ପୃଥିବୀ ବଡ ଦେଖାଯାଉଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି