Masthead

ବର୍ଷାରେ ଧସିଲା ସେଲ୍ଫି ପଏଂଟ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ସାମାନ୍ୟ ବର୍ଷାରେ ଧସିଲା ସେଲ୍ଫି ପଏଂଟ । ଦୁର୍ନୀତିର ଗନ୍ତାଘର ବ୍ରଜରାଜନଗର ପୌର ପରିଷଦ ବୋଲି କହିଲେ ସ୍ଥାନୀୟ ବାସିନ୍ଦା । କିଛି ଦିନ ପୂର୍ବରେ ନିର୍ମାଣ ହୋଇଥିବା ଲକ୍ଷ୍ମୀ ମନ୍ଦିର ନିକଟରେ ଶେଲଫି ପଏଣ୍ଟ ପ୍ରଥମ ବର୍ଷାରେ ହିଁ ଧସି ପଡ଼ିଛି । ଏହି ସେଲ୍ଫୁ ପଏଣ୍ଟକୁ ଅନେକ ସ୍ଥାନୀୟ ବାସିନ୍ଦା ବିରୋଧ କରୁଥିଲା ବେଳେ ମଧ୍ୟେ ପୌର ପରିଷଦର ନିର୍ବାହୀ ଅଧିକାରୀ କାହାରି ଶୁଣୁନାହାନ୍ତି ବୋଲି କହିଛନ୍ତି ସ୍ଥାନୀୟ ବାସିନ୍ଦା । କିଛି ଦିନ ପୂର୍ବରେ ବିଜେଡି, ବିଜେପି ତଥା କଂଗ୍ରେସର ଅନେକ କାର୍ୟ୍ୟକର୍ତ୍ତା ତଥା ସ୍ଥାନୀୟ ନେତା ମଧ୍ୟ ଏହି ସେଲଫୀ ପଏଣ୍ଟକୁ ବିପଦ ବୋଲି ଜଣାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି