Masthead

ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗିବ ସେନାପଟା ବାହୁଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାତି ପାହିଲେ ଦେବସ୍ନାନ ପୂର୍ଣ୍ଣିମା, ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଆଜି ଶ୍ରୀଅଙ୍ଗରେ ଲାଗିବ ସେନାପଟା ବାହୁଟ। ମହାପ୍ରଭୁଙ୍କ ଗଜାନନ ବେଶ ଦର୍ଶନ ପାଇଁ ସ୍ବତନ୍ତ୍ର ବ୍ୟାରିକେଡ୍ ବ୍ୟବସ୍ଥା। ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ଦର୍ଶନ ପୁରୀରେ ସୁରକ୍ଷା କଡ଼ାକଡି ଓ ବଢିଲା ଟ୍ରାଫିକ କଟକଣା। ତେବେ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ମାର୍କେଟ ଛକ ଠାରୁ ବ୍ୟାରିକେଡ଼ ବ୍ୟବସ୍ଥା ସହ ପର୍ଯ୍ୟାପ୍ତ ସିସିଟିଭି କ୍ୟାମେରା ଏବଂ ୭୯ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ।

୪ ଜଣ ଏସପି ତଥା କମାଣ୍ଡାଣ୍ଟ ପାହ୍ୟାର ଅଧିକାରୀ, ୧୪ ଜଣ ଅତିରିକ୍ତଏସପି, ୮୩ ଜଣ ଇନ୍ସପେକ୍ଟର, ୩୪୦ ସବ୍ ଇନ୍ସପେକ୍ଟର ଏବଂ ଏଏସଆଇ ନିୟୋଜିତ ହେବେ। ସୋମବାର ସ୍ନାନଯାତ୍ରା ପାଇଁ ଶ୍ରୀମନ୍ଦିର ଦଇତାପତିମାନେ ଆଜି ମହାପ୍ରଭୁଙ୍କ ସେନାପଟା ଲାଗି କାର୍ଯ୍ୟ କରୁଛନ୍ତି। ସେହିପରି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଖେଇ ଆସୁଥିବାରୁ ପାଇଁ ତିନି ରଥର ବିଶ୍ବକର୍ମା ମହାରଣା ମାନେ ରଥ ନିର୍ମାଣ କାର୍ଯ୍ୟକୁ ସାରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ