Masthead

ସଂସଦ ଭବନରେ ସ୍ଥାପିତ ହେଲା ସେଙ୍ଗୋଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦ ଭବନରେ ସ୍ଥାପିତ ହେଲା ସେଙ୍ଗୋଲ । ଲୋକସଭା ବାଚସ୍ପତିଙ୍କ ଆସନ ନିକଟରେ ସ୍ଥାପିତ ହେଲା ସେଙ୍ଗୋଲ । ପ୍ରଧାନମନ୍ତ୍ରୀଙ୍କ ସହ ଉପସ୍ଥିତ ଅଛନ୍ତି ବାଚସ୍ପତି ଓମ ବିର୍ଲା । ମନ୍ତ୍ର ଉଚ୍ଚାରଣରେ ଚାଲିଛି ପୂଜାର୍ଚ୍ଚନା ହୋମ ଯଜ୍ଞ । ପୂଜାର୍ଚ୍ଚନାରୁ ଆରମ୍ଭ ହେଲା ଉଦଘାଟନୀ ଉତ୍ସବ । ପୂଜାର୍ଚ୍ଚନା ପରେ ରାଜଦଣ୍ଡକୁ ଦଣ୍ଡବତ କରି ଗ୍ରହଣ କଲେ ପ୍ରଧାନମନ୍ତ୍ରୀ । ୧୮ ମଠର ମଠାଧୀଶ ମୋଦୀଙ୍କୁ ଆଶୀର୍ବାଦ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା