Masthead

ବିଜେପିରେ ମିଶିଲେ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ମାମୁଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିରେ ମିଶିଲେ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ମାମୁଁ ଅଜୟ ନାୟକ। ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ନେତା ତଥା ବିଜେଡି ରାଜ୍ୟ ସମ୍ପାଦକ ଥିଲେ ଅଜୟ ନାୟକ। ବ୍ୟୋମକେଶଙ୍କ ଟିକେଟକୁ ବିରୋଧ କରୁଥିବା ଅଜୟ ଆଜି ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ଯୋଗ ଦେଇଛନ୍ତି।

ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ  ସେ ବିଜେପିରେ ମିଶିଛନ୍ତି । ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ଭଦ୍ରକ ବିଜେପି ଲୋକସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀ, ଧାମନଗର ବିଧାନସଭା ପ୍ରାର୍ଥୀ ସୂର୍ୟ୍ୟବଂଶୀ ସୁରଜ, ବିରଞ୍ଚି ତ୍ରିପାଠୀ ଓ ବିଜେପି ରାଜ୍ୟ ସମ୍ପାଦକ ସରୋଜ କର ପ୍ରମୁଖ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି