Masthead

ପୁଣି ବିଗିଡ଼ିଲା ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ମେଡ଼ିକାଲରେ ଭର୍ତ୍ତି ହେଲେ ବିଜେପିର ଭେଟେରାନ୍ ନେତା ଆଡ଼ଭାନୀ । ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ସଂପୃକ୍ତ ମେଡିକାଲର ଡାକ୍ତରଙ୍କ ପକ୍ଷରୁ ସୂଚନା । ବୁଧବାର ରାତିରେ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ଏବଂ ତାଙ୍କୁ ନ୍ୟୁରୋଲୋଜି ବିଭାଗରେ ଭର୍ତ୍ତି କରାଯାଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ସ୍ନାୟୁ ବିଜ୍ଞନୀ ଡା. ବିନୀତ ସୁରିଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା ଚାଲିଛି। ଗତ ଜୁନ୍‌ ୨୭ରେ ବାର୍ଦ୍ଧକ୍ୟଜନିତ ସମସ୍ୟା ଯୋଗୁ ଆଡଭାନୀଙ୍କୁ ଦିଲ୍ଲୀସ୍ଥିତ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ଏହାର ଦିନକ ପରେ ସେ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା