Masthead

ବୃଦ୍ଧାଶ୍ରମରେ ବରିଷ୍ଠ ନାଗରିକ ଦିବସ ପାଳନ

ଖୋର୍ଦ୍ଧା(ବଡ଼ ଖବର ବ୍ୟୁରୋ): ଶୁକ୍ରବାର ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ଖୋର୍ଦ୍ଧା ମଙ୍ଗଳାଯୋଡ଼ି ବୃଦ୍ଧା ଦିବସରେ ପାଳନ କରାଯାଇଛି । ଆରଏଚଟିସି ଟାଙ୍ଗୀ ଦ୍ବାରା ଏମ୍ସ ଭୁବନେଶ୍ବର ପକ୍ଷରୁ ଏଠାରେ ଯୋଗ କରାଯାଇଛି । ଟାଙ୍ଗୀ ମହାବିଦ୍ୟାଳୟର ଯୋଗଗୁରୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବୃଦ୍ଧାଶ୍ରମର ସଦସ୍ୟମାନଙ୍କୁ ଯୋଗ ଶିଖାଇଥିଲେ । ଯୋଗ ଜରିଆରେ ସୁସ୍ଥ ଓ ନିରାମୟ ଜୀବନର ବାର୍ତ୍ତା ଦିଆଯାଇଛି ।

ହସ ଦ୍ବାରା ବହୁ ରୋଗ ଓ ମନର ବିଷାଦ ଦୂର ହୋଇ ପାରିବ । ବୃଦ୍ଧା ଶ୍ରମରେ ଥିବା ବରିଷ୍ଠ ନାଗରିକଙ୍କ ମୁହଁରେ ହସ ଫୁଟାଇବା ପାଇଁ ଯୋଗ ସହ ସେମାନଙ୍କ ସବ ବିଭିନ୍ନ ପ୍ରକାରର ଖେଳ ମଧ୍ୟ ଖେଳାଯାଇଛି । ଏହି ଅବସରରେ ଏମ୍ସର ବରିଷ୍ଠ ଡାକ୍ତର ଶୁଭକାନ୍ତ ସାହୁ ବରିଷ୍ଠ ନାଗରିକମାନଙ୍କୁ ସ୍ବାସ୍ଥ୍ୟ ଭିତ୍ତିକ ପରାମର୍ଶ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା