Masthead

ଆରଏସଏସର ବରିଷ୍ଠ ପ୍ରଚାରକ ମଦନ ଦାସ ଦେବୀଙ୍କ ପୁଣେ ଠାରେ ହୋଇଛି ଅନ୍ତିମ ସଂସ୍କାର

ନୁଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ବରିଷ୍ଠ ପ୍ରଚାରକ ମଦନ ଦାସ ଦେବୀଙ୍କ ଅନ୍ତିମ ସଂସ୍କାର ଆଜି ମହାରାଷ୍ଟ୍ରର ପୁଣେ ଠାରେ ଅନୁଷ୍ଠିତ ହୋଇଛି । ୮୧ ବର୍ଷ ବୟସରେ ଗତକାଲି ମଦନ ଦାସ ଦେବୀଙ୍କ ପରଲୋକ ହୋଇଥିଲା । ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ସମେତ ବହୁ ବରିଷ୍ଠ ଦଳର ନେତା ମାନେ ମଦନ ଦାସ ଦେବୀଙ୍କ ବିୟୋଗରେ ସମବେଦନା ଜଣାଇଛନ୍ତି । ମଦନ ଦାସ ଦେବୀ ଦୀର୍ଘ ବର୍ଷ ଧରି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ରାଷ୍ଟ୍ରୀୟ ସଂଗଠନ ସମ୍ପାଦକ ଭାବେ ଦାୟିତ୍ୱ ତୁଲାଉଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା