Masthead

ଆସିଲା ସେପ୍ଟେମ୍ବର ଗାଇଡଲାଇନ, ବାଧ୍ୟତାମୂଳକ ନୁହେଁ କୋଭିଡ ସାର୍ଟିଫିକେଟ ଓ ଟିକା ପ୍ରମାଣ ପତ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରୁ ହଟିଲା ସପ୍ତାହନ୍ତ ସଟଡାଉନ । ରହିବ ନାଇଟ କର୍ଫ୍ୟୁ । ରାତି ୧୦ରୁ ସକାଳ ୫ଟା ପର୍ଯ୍ୟନ୍ତ ପୌରାଞ୍ଚଳରେ ରହିବ ନାଇଟ କର୍ଫ୍ୟୁ । ସକାଳ ୫ରୁ ରାତି ୧୦ ଯାଏ ଖୋଲିପାରିବ ଦେକାନ ବଜାର । ବାହାଘର, ବ୍ରତଘର ଓ ଶୁଦ୍ଧି କ୍ରିୟାରେ ୨୫୦ଜଣ ସାମିଲ ହୋଇପାରିବେ । ବାହାଘର ବରଯାତ୍ରୀରେ ୫୦ରୁ ଅଧିକ ଲୋକ ସାମିଲ ହୋଇପାରିବେ ନାହିଁ । ପ୍ରାଧିକୃତ ଅଧିକାରୀଙ୍କ ଠାରୁ ଅନୁମତି ନେଇ ହୋଇପାରିବ ବିବାହ ଶୋଭାଯାତ୍ରା । ରାଜନୈତିକ, ସାମାଜିକ, ସାଂସ୍କୃତିକ ସମାବେଶରେ କଟକଣା ।

ଏଣିକି କୋଭିଡ ସାର୍ଟିଫିକେଟ ଓ ଟିକା ପ୍ରମାଣ ପତ୍ର ବାଧ୍ୟତାମୂଳକ ନୁହେଁ । ସୂଚନା କେନ୍ଦ୍ର, ଲାଇବ୍ରେରୀ ଖୋଲା ରହିବ । ସଂକ୍ରମଣ ସ୍ଥିତି ଦେଖି ଜିଲ୍ଲାପାଳ ଚାହିଁଲେ ଅତିରିକ୍ତ କଟକଣା ବଢ଼ାଇପାରିବେ । ପ୍ରଦର୍ଶନୀ, ବାଣିଜ୍ୟମେଳା ଆଦିକୁ ବାରଣ । ନାଇଟ କର୍ଫ୍ୟୁ ସମୟରେ ଜରୁରୀ ସେବା ଜାରି ରହିବ । ଓଲା, ଉବେର ଆଦିକୁ ଅନୁମତି । ବସ ଷ୍ଟାଣ୍ଡ, ଷ୍ଟେସନ ଏୟାରପୋର୍ଟ ଯାଇପାରିବେ । ପୂଜା ପାର୍ବଣ ପାଇଁ ଆସିବ ନୂଆ ଗାଇଡଲାଇନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ