Masthead

ସ୍ୱଚ୍ଛତାର ନଗ୍ନଚିତ୍ର

ଶେରଗଡ଼ (ବଡ଼ ଖବର ବ୍ୟୁରୋ): ରାସ୍ତା କଡରେ ଜମି ରହିଛି କୁଢ଼ କୁଢ଼ ଆବର୍ଜନା । ଗନ୍ଧରେ ନାକ ଫାଟି ପଡୁଛି । ଶେରଗଡ଼ ମେଡିକାଲ ଛକରୁ ବିଜୁ ପଟ୍ଟନାୟକ ଛକ ପର୍ଯ୍ୟନ୍ତ ଏଭଳି ମଇଳା ପଡିରହିଛି । ଏହି ରାସ୍ତା ଦେଇ ଶହ ଶହ ଲୋକ ଯାଉଛନ୍ତି । ସରକାର ସ୍ୱଚ୍ଛତା ଦିଗରେ ବଡ଼ ପଦକ୍ଷେପ ନେଉଥିବା ବେଳେ ଏଠାରେ ପଡିନାହିଁ କାହାରି ନଜର । ସ୍ୱଚ୍ଛତା ଆଣିବାରେ ଚଳିତ ବର୍ଷ ଶେରଗଡ଼କୁ ପୁରସ୍କାର ମିଳିଥିବା ବେଳେ ଏଭଳି ଚିତ୍ର ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି ସବୁ ଆବର୍ଜନାକୁ ସଫା କରାଯାଉ ବୋଲି ସ୍ଥାନୀୟ ଲୋକେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ