Masthead

ମର୍ମନ୍ତୁଦ ଦୁର୍ଘଟଣା, ୨ଦଣ୍ଡୁଆ ମୃତ

ସେରଗଡ଼ (ବଡ଼ ଖବର ବ୍ୟୁରୋ): ହିଞ୍ଜିଳି ଥାନା ସୋମପୁର ଛକରେ ମର୍ମନ୍ତୁଦ ଦୁର୍ଘଟଣା । ୨ଦଣ୍ଡୁଆଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଦଣ୍ଡୁଆ ଆହତ ହୋଇଛନ୍ତି । ବ୍ରହ୍ମପୁରରୁ ଦଣ୍ଡଯାତ୍ରା ସାରି କ୍ଷତ୍ରୀୟ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ରାତ୍ର ପ୍ରାୟ ସାଢେ ୩ଟା ସମୟରେ ଏହି ଦୁର୍ଘଟଣା ଘଟିଛି । ଡ୍ରାଇଭରଙ୍କ ଆଖିପତା ପଡିଯିବାରୁ ଏଭଳି ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ଖବର ପାଇ ହିଞ୍ଜିଳି ପୁଲିସ ଘଟଣା ସ୍ଥଳରେ ପହଂଚି ଆହତଙ୍କୁ ଉଦ୍ଧାର ସ୍ଥାନୀୟ ମେଡ଼ିକାଲରେ ଭର୍ତ୍ତି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ