Masthead

ମର୍ମନ୍ତୁଦ ଦୁର୍ଘଟଣା, ୨ଦଣ୍ଡୁଆ ମୃତ

ସେରଗଡ଼ (ବଡ଼ ଖବର ବ୍ୟୁରୋ): ହିଞ୍ଜିଳି ଥାନା ସୋମପୁର ଛକରେ ମର୍ମନ୍ତୁଦ ଦୁର୍ଘଟଣା । ୨ଦଣ୍ଡୁଆଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଦଣ୍ଡୁଆ ଆହତ ହୋଇଛନ୍ତି । ବ୍ରହ୍ମପୁରରୁ ଦଣ୍ଡଯାତ୍ରା ସାରି କ୍ଷତ୍ରୀୟ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ରାତ୍ର ପ୍ରାୟ ସାଢେ ୩ଟା ସମୟରେ ଏହି ଦୁର୍ଘଟଣା ଘଟିଛି । ଡ୍ରାଇଭରଙ୍କ ଆଖିପତା ପଡିଯିବାରୁ ଏଭଳି ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ଖବର ପାଇ ହିଞ୍ଜିଳି ପୁଲିସ ଘଟଣା ସ୍ଥଳରେ ପହଂଚି ଆହତଙ୍କୁ ଉଦ୍ଧାର ସ୍ଥାନୀୟ ମେଡ଼ିକାଲରେ ଭର୍ତ୍ତି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି