Masthead

ସିରିଜ ଦୁର୍ଘଟଣା ଅଳ୍ପକେ ବଞ୍ଚିଲେ ଟ୍ରକ ଡ୍ରାଇଭର

ରେଙ୍ଗାଲି (ବଡ଼ ଖବର ବ୍ୟୁରୋ):ରେଙ୍ଗାଲି ବ୍ଲକ ନୁଆଁ ରମ୍ପେଲା ଜିଓ ପେଟ୍ରୋଲ ପମ୍ପ ନିକଟରେ ଏକ ମର୍ମାନ୍ତୁଦ ଦୁର୍ଘଟଣା ଘଟିଛି । ଗୋଟିଏ ଟ୍ରଳର ଓ ତିନୋଟି ହାଇୱା ଝାରସୁଗୁଡାରୁ ସମ୍ବଲପୁର ଅଭିମୁଖେ ଯାଉଥିବା ବେଳେ ପ୍ରଥମେ ଏକ ଟ୍ରଲର ଗାଡିଟି ଦୁର୍ଘଟଣାର ଶିକାର ହୋଇଥିଲା । ପଛରେ ଆସୁଥିବା ଦ୍ୱିତୀୟ ଫ୍ଲାଏ ଆଶ ବୋଝେଇ ଗାଡିର ମଧ୍ୟ ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣାରେ ଜଣେ ଡ୍ରାଇଭର ଅଧଘଣ୍ଟା ଯାଏଁ କେବିନ ସ୍ଟେରିଙ୍ଗ ଓ ସିଟ ମଝିରେ ଫସିରହିଥିଲେ । ଖବର ପାଇ ରେଙ୍ଗାଲି ପୋଲିସ ଓ ରେଙ୍ଗାଲି ଅଗ୍ନିଶମ ବିଭାଗଘଟଣାସ୍ଥଳ କୁ ଆସି ସ୍ଥାନୀୟ ଲୋକଙ୍କ ସହ ମିଶି ଡ଼୍ରାଇଭରକୁ ଉଦ୍ଧାର କରି ଟ୍ରାଫିକ ନିୟନ୍ତ୍ରଣ କରିଥିଲେ । ପୋଲିସ ଆସିବା ପୂର୍ବରୁ ଦୁର୍ଘଟଣା ଘଟାଇଥିବା ଟ୍ରଲର ଓ ଆସ ବୋଝେଇ ହାଇୱା ଗାଡି ଘଟଣାସ୍ଥଳ ରୁ ଚମ୍ପଟ ମାରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ