ଅସୁସ୍ଥ ନରସିଂହ ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଅସୁସ୍ଥ । ଆଜି କଂଗ୍ରେସର ରାଲି ବେଳେ ସେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ । ଖୋଲା ଜିପରେ ସେ ଓ ପିସିସି ସଭାପତି ତ୍ରିରଙ୍ଗା ରାଲିରେ ଯାତ୍ରା କରୁଥିଲେ । ସେହି ସମୟରେ ନରସିଂହ ଅସୁସ୍ଥ ହୋଇପଡ଼ିଥିଲେ । ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ନରସିଂହ ଏବେ ସୁସ୍ଥ ଥିବା କହିଛନ୍ତି ପିସିସି ସଭାପତି ନିରଂଜନ ପଟ୍ଟନାୟକ । ନରସିଂହଙ୍କ ହାଇ ଡାଇବେଟିସ୍ ରହିଛି । ଆଜି ସକାଳୁ ସେ ଲମ୍ବା ଯାତ୍ରା କରି ବଲାଙ୍ଗିରରୁ ଭୁବନେଶ୍ୱର ଆସିଛନ୍ତି । ଏହା ସହ ଘଣ୍ଟାଏ ପାଖାପାଖି ରାଲିରେ ଖରାରେ ଛିଡ଼ା ହୋଇଛନ୍ତି । ସେଥିଲାଗି ସେ ଦୁର୍ବଳ ହୋଇପଡ଼ିଥିଲେ । ଏବେ କିନ୍ତୁ ସଂପୂର୍ଣ୍ଣ ଠିକ୍ ଥିବା ନିରଞ୍ଜନ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’