Masthead

ସେପ୍ଟେମ୍ବରରୁ ସେରମ ଉତ୍ପାଦନ କରିବ ସ୍ଫୁଟନିକ-ଭି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆସନ୍ତା ସେପ୍ଟେମ୍ବରରୁ ସେରମ ଉତ୍ପାଦନ କରିବ ସ୍ଫୁଟନିକ-ଭି । ପୁନେ ସ୍ଥିତ ସେରମ ଇନଷ୍ଟିଚ୍ୟୁଟରେ ଏହାର ଉତ୍ପାଦନ ଆରମ୍ଭ ହେବ ବୋଲି ଋଷିଆର ଡାଇରେକ୍ଟ ଇନଭେଷ୍ଟମେଣ୍ଟ ଫଣ୍ଡ ସୂଚନା ଦେଇଛି । ତେବେ ପ୍ରତି ବର୍ଷ ପ୍ରାୟ ୩୦୦ ମିଲିୟନରୁ ଅଧିକ ଟିକା ଉତ୍ପାଦନ କରିବାକୁ ଲକ୍ଷ୍ୟ ରଖାଯାଇଥିବା ମଧ୍ୟ କୁହାଯାଇଛି ।

ଉତ୍ପାଦନ ପାଇଁ ଆବଶ୍ୟକ ସେଲ ଓ ଭେକ୍ଟର ନମୁନା ରୁଷର ଗାମେଲିୟା ସେଣ୍ଟର ଠାରୁ ହାସଲ କରି ସାରିଛି। ଏହାର ଆମଦାନୀ କରିବାକୁ ଡିସିଜିଆଇ ଅନୁମତି ମଧ୍ୟ ଦେଇ ସାରିଛି। ତେଣୁ ଉତ୍ପାଦନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇ ସାରିଛି ବୋଲି ଆରଡିଆଇଏଫ କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା