Masthead

ରାହୁଲ ଗାନ୍ଧିଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧିଙ୍କୁ ମିଳିଲା ଜାମିନ । କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ମାନହାନି ମାମଲାରେ ସୁରଟ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏପ୍ରିଲ ୧୩ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ । ଅନ୍ୟପଟେ, ରାହୁଲ ଗାନ୍ଧି ଏବଂ ତାଙ୍କ ଭଉଣୀ ତଥା କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କ ସୁରଟ କୋର୍ଟରେ ପହଞ୍ଚିଥିଲେ।

ଏଥିସହ କଂଗ୍ରେସ ଶାସିତ ତିନି ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଦଳର ଅନ୍ୟ ବରିଷ୍ଠ ନେତାମାନେ ମଧ୍ୟ ଗୁଜରାଟରେ ପହଞ୍ଚିଥିବା ଜଣାପଡିଛି। ରାହୁଲ ଗାନ୍ଧି ମାନହାନି ମାମଲାରେ ତଳ ଅଦାଲତ ଦେଇଥିବା ରାୟକୁ ଚାଲେଞ୍ଜ କରି ସୁରଟ କୋର୍ଟରେ ଆବେଦନ କରିଥିଲେ। ଏହି ମାମଲାରେ ଦଣ୍ଡ ଘୋଷଣା ହେବାର ୧୧ଦିନ ପରେ ସେ ସେସନ କୋର୍ଟରେ ଏହା ବିରୋଧରେ ପିଟିସନ ଦାଖଲ କରିଥିଲେ। ସେସନ କୋର୍ଟ ତାଙ୍କୁ ଏପ୍ରିଲ ୧୩ ପର୍ଯ୍ୟନ୍ତ ଜାମିନ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା