Masthead

ଦିନକରେ ସଢ଼େ ସାତ ଶହ ‘ୟାଶ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଜନ୍ମନେଲେ ୭୫୦ ୟାଶ । ସାମୁଦ୍ରିକ ଝଡ଼ ୟାଶ ଆସିବା ପୂର୍ବରୁ ଉପକୂଳବର୍ତ୍ତୀ ୧୦ ଜିଲ୍ଲାର ୪୫୫୫ ଗର୍ଭବତୀଙ୍କୁ ଆଗୁଆ ମେଡିକାଲରେ ଭର୍ତ୍ତି କରାଯାଇଥିଲା ।

୨୪ ତାରିଖରେ ୨୧୦୭ ଆସନ୍ନ ପ୍ରସବା ବି ମେଡିକାଲରେ ଭର୍ତ୍ତି ହୋଇଥିଲେ । ୟାସ ପ୍ରଭାବରେ ଝଡବର୍ଷା ଲାଗିରହିଥିବା ବେଳେ ୨୫ ଓ ୨୬ରେ ୭୫୦ ଶିଶୁ ଜନ୍ମ ହୋଇଛନ୍ତି । ସମସ୍ତ ନବଜାତନଙ୍କ ନାମ ୟାଶ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ