Masthead

ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ

ପୁରୀ (ବଡ ଖବର ବ୍ୟୁରୋ) : ପୁରୀ ଜଗନ୍ନାଥ ମନ୍ଦିରରେ ବଡ ଅଘଟଣ । ଭୋଗ ମଣ୍ଡପ ଉଠିବା ପରେ ବୋଝିଆଙ୍କ ଅସାବଧାନତା ଯୋଗୁଁ ତତଲା ଡାଲି ପଡି ୭ ଭକ୍ତ ଆହତ ହୋଇଛନ୍ତି । ଭୋଗ ନେଇ ଆସୁଥିବା ବେଳେ ଭକ୍ତଙ୍କ ଉପରେ ଗରମ ଡାଲି ପଡ଼ିଯାଇଥିଲା । ଫଳରେ ୭ ଶ୍ରଦ୍ଧାଳୁ ଆହତ ଅଛନ୍ତି । ଆହତ ଭକ୍ତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଭକ୍ତମାନେ ନୟାଗଡ ଅଂଚଳର ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ