Masthead

ମୁମ୍ବାଇରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ  (ବଡ଼ ଖବର ବ୍ୟୁରୋ): ମୁମ୍ବାଇ ଗୋରେଗାଓଁରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଗୋରେଗାଓଁର ଏକ ୭ମହଲା ବିଲ୍ଡିଂରେ ଅଗ୍ନିକାଣ୍ଡ ଘଟିଛି । ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ବେଳେ ୪୦ରୁ ଊର୍ଦ୍ଧ୍ୱ ଜଣ ଗୁରୁତର ହୋଇଛନ୍ତି। ଆହତଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ସୁଦ୍ଧା ୪୦ ଜଣଙ୍କୁ ଉଦ୍ଧାର କରାଯାଇଛି । ପ୍ରଥମେ ଆପାର୍ଟମେଣ୍ଟର ପାର୍କିଂ ଏରିଆରେ ନିଆଁ ଲାଗିଥିବା ଜଣାଯାଇଛି। ଏହି ଅଗ୍ନିକାଣ୍ଡ ଯୋଗୁଁ ଆପାର୍ଟମେଣ୍ଟ ତଳେ ପାର୍କ ହୋଇଥିବା ବହୁ କାର୍‌ ଓ ବାଇକ୍‌ ଜଳିଯାଇଥିଲା। ଏହାପରେ ନିଆଁ କ୍ରମଶଃ ଉପରକୁ ବ୍ୟାପିଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ