ମୁମ୍ବାଇରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ  (ବଡ଼ ଖବର ବ୍ୟୁରୋ): ମୁମ୍ବାଇ ଗୋରେଗାଓଁରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଗୋରେଗାଓଁର ଏକ ୭ମହଲା ବିଲ୍ଡିଂରେ ଅଗ୍ନିକାଣ୍ଡ ଘଟିଛି । ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ବେଳେ ୪୦ରୁ ଊର୍ଦ୍ଧ୍ୱ ଜଣ ଗୁରୁତର ହୋଇଛନ୍ତି। ଆହତଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ସୁଦ୍ଧା ୪୦ ଜଣଙ୍କୁ ଉଦ୍ଧାର କରାଯାଇଛି । ପ୍ରଥମେ ଆପାର୍ଟମେଣ୍ଟର ପାର୍କିଂ ଏରିଆରେ ନିଆଁ ଲାଗିଥିବା ଜଣାଯାଇଛି। ଏହି ଅଗ୍ନିକାଣ୍ଡ ଯୋଗୁଁ ଆପାର୍ଟମେଣ୍ଟ ତଳେ ପାର୍କ ହୋଇଥିବା ବହୁ କାର୍‌ ଓ ବାଇକ୍‌ ଜଳିଯାଇଥିଲା। ଏହାପରେ ନିଆଁ କ୍ରମଶଃ ଉପରକୁ ବ୍ୟାପିଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’