Masthead

ଆଗାମୀ ୪ ରୁ ୫ ଦିନ ଲଗାତାର ବର୍ଷା ସମ୍ଭାବନା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଲାଗି ରହିଛି ବର୍ଷା । ଆଗାମୀ ୪ ରୁ ୫ ଦିନ ଲଗାତାର ବର୍ଷା ସମ୍ଭାବନା ରହିଛି । ସକାଳି ଟ୍ୱିନସିଟି କଟକ ଓ ଭୁବନେଶ୍ୱରରେ ଲାଗି ଝିପିଝିପି ବର୍ଷା । ଉପକୂଳ ତଥା ପାଶ୍ୱର୍ବର୍ତ୍ତୀ ଅଂଚଳରେ ବର୍ଷା ଲାଗି ରହିଛି । ସେପଟେ ଆସନ୍ତାକାଲି ସୁଦ୍ଧା ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟିହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ବଢ଼ିବ ବର୍ଷାର ପରିମାଣ। ଆଜି ପାଇଁ ୧୪ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।

କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ଼, ବୌଦ୍ଧ, ସମ୍ବଲପୁର ଏବଂ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏପରିକି ୭ରୁ ୧୧ ସେଣ୍ଟି ମିଟର ପର୍ୟ୍ୟନ୍ତ ବର୍ଷା ମଧ୍ୟ ହୋଇପାରେ। ତେବେ ୧୯ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା