Masthead

୩ ଅଭିଯୁକ୍ତ ଗିରଫ, ଦେହଜୀବୀ ଉଦ୍ଧାର

ପୁରୀ (ବଡ଼ ଖବର ବ୍ୟୁରୋ): ମହାଙ୍ଗା ପଡ଼ିଲା ଦେହ ବ୍ୟବସାୟ । ଗ୍ରାହକ ସହ ଦେହଜୀବୀ ଉଦ୍ଧାର । ବଳିଆପଣ୍ଡା ଥାନା ସି ଭ୍ୟୁ ଇନ୍ ହୋଟେଲରେ ଦେହ ବ୍ୟବସାୟ ଚାଲିଥିବା ଖବର ପାଇ ପୋଲିସ ଭୋର ସମୟରେ ଚଢ଼ାଉ କରିଥିଲା । ଚଢ଼ାଉ ପରେ ହୋଟେଲକୁ ଲିଜରେ ନେଇଥିବା ସପନ ଦତ୍ତଙ୍କ ସହ ଦୁଇ ଗ୍ରାହକଙ୍କୁ ଗିରଫ କରିଛି ପୋଲିସ । ଏହାସହ ୫ ଦେହଜୀବୀଙ୍କୁ ଉଦ୍ଧାର କରାଯାଇଛି । ହୋଟେଲ ରୁମରୁ କଣ୍ଡୋମ ଏବଂ ଯୌନ ଉଦ୍ଦିପକ ବଟିକା ଜବତ କରାଯାଇଛି । ଗିରଫ ପରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ