Masthead

୩ ଅଭିଯୁକ୍ତ ଗିରଫ, ଦେହଜୀବୀ ଉଦ୍ଧାର

ପୁରୀ (ବଡ଼ ଖବର ବ୍ୟୁରୋ): ମହାଙ୍ଗା ପଡ଼ିଲା ଦେହ ବ୍ୟବସାୟ । ଗ୍ରାହକ ସହ ଦେହଜୀବୀ ଉଦ୍ଧାର । ବଳିଆପଣ୍ଡା ଥାନା ସି ଭ୍ୟୁ ଇନ୍ ହୋଟେଲରେ ଦେହ ବ୍ୟବସାୟ ଚାଲିଥିବା ଖବର ପାଇ ପୋଲିସ ଭୋର ସମୟରେ ଚଢ଼ାଉ କରିଥିଲା । ଚଢ଼ାଉ ପରେ ହୋଟେଲକୁ ଲିଜରେ ନେଇଥିବା ସପନ ଦତ୍ତଙ୍କ ସହ ଦୁଇ ଗ୍ରାହକଙ୍କୁ ଗିରଫ କରିଛି ପୋଲିସ । ଏହାସହ ୫ ଦେହଜୀବୀଙ୍କୁ ଉଦ୍ଧାର କରାଯାଇଛି । ହୋଟେଲ ରୁମରୁ କଣ୍ଡୋମ ଏବଂ ଯୌନ ଉଦ୍ଦିପକ ବଟିକା ଜବତ କରାଯାଇଛି । ଗିରଫ ପରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା