Masthead

ନକ୍ସଲ ଦମନରେ ସହଯୋଗ ନେଇ ନବୀନଙ୍କୁ ଶାହଙ୍କ ଧନ୍ୟବାଦ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି ଅମିତ ଶାହ । ଆଜି ଲୋକସେବା ଭବନରେ ଆୟୋଜିତ ହୋଇଥିବା ସରକାରୀ କାର୍ଯ୍ୟକ୍ରମରେ ପରସ୍ପରକୁ ଧନ୍ୟବାଦ ଜଣାଇଲେ ଅମିତ ଶାହ ଓ ନବୀନ ପଟ୍ଟନାୟକ । କେନ୍ଦ୍ରର ସହଯୋଗ ପାଇଁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ । ସଂଘୀୟ ବ୍ୟବସ୍ଥାରେ କେନ୍ଦ୍ରର ସହଯୋଗ ପାଇଁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ । ନକ୍ସଲ ଦମନରେ ସହଯୋଗ ନେଇ ନବୀନଙ୍କୁ ଧନ୍ୟବାଦ ଦେଲେ ଅମିତ ଶାହ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା