Masthead

ଆର୍ୟନଙ୍କୁ ଭେଟିଲେ ଶାହାରୁଖ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ରେଭ୍ ପାର୍ଟିରୁ ଡ୍ରଗ୍ସ ଜବତ ମାମଲା । ଆର୍ଥର ରୋଡ୍ ଜେଲରେ ଆର୍ୟନଙ୍କୁ ଭେଟିଲେ ପିତା ଶାହାରୁଖ୍ । ଆର୍ୟନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ । ପୁଅ ଗିରଫ ହେବା ପରେ ଆଜି ପ୍ରଥମ ଥର ପାଇଁ ତାଙ୍କୁ ଭେଟିବାକୁ ଜେଲରେ ପହଞ୍ଚିଛନ୍ତି କିଙ୍ଗ ଖାନ ଶାହାରୁଖ। ଗତକାଲି ଆର୍ୟନଙ୍କ ଜାମିନ ଆବେଦନ ଖାରଜ ହୋଇଥିଲା ।

ଆର୍ୟନଙ୍କ ସମେତ ଆଉ ଦୁଇଜଣଙ୍କ ଜାମିନ ଆବେଦନକୁ ଖାରଜ କରାଯାଇଥିଲା। ସେମାନେ ଥିଲେ ସହ ଅଭିଯୁକ୍ତ ଅରବାଜ ମର୍ଚ୍ଚାଣ୍ଟ ଓ ମୁନମୁନ ଧମେଚା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ