Masthead

ଆର୍ୟନଙ୍କୁ ଭେଟିଲେ ଶାହାରୁଖ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ରେଭ୍ ପାର୍ଟିରୁ ଡ୍ରଗ୍ସ ଜବତ ମାମଲା । ଆର୍ଥର ରୋଡ୍ ଜେଲରେ ଆର୍ୟନଙ୍କୁ ଭେଟିଲେ ପିତା ଶାହାରୁଖ୍ । ଆର୍ୟନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ । ପୁଅ ଗିରଫ ହେବା ପରେ ଆଜି ପ୍ରଥମ ଥର ପାଇଁ ତାଙ୍କୁ ଭେଟିବାକୁ ଜେଲରେ ପହଞ୍ଚିଛନ୍ତି କିଙ୍ଗ ଖାନ ଶାହାରୁଖ। ଗତକାଲି ଆର୍ୟନଙ୍କ ଜାମିନ ଆବେଦନ ଖାରଜ ହୋଇଥିଲା ।

ଆର୍ୟନଙ୍କ ସମେତ ଆଉ ଦୁଇଜଣଙ୍କ ଜାମିନ ଆବେଦନକୁ ଖାରଜ କରାଯାଇଥିଲା। ସେମାନେ ଥିଲେ ସହ ଅଭିଯୁକ୍ତ ଅରବାଜ ମର୍ଚ୍ଚାଣ୍ଟ ଓ ମୁନମୁନ ଧମେଚା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ