Masthead

ନିଶ୍ଚିତ ଭାବେ ଲୋକସଭା ଓ ବିଧାନସଭାରେ ଆମ ସଂଖ୍ୟା ବଢ଼ିବ: ଅମିତ ଶାହ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଜେଡି ସହ ମେଣ୍ଟ ପ୍ରସଙ୍ଗରେ ଅମିତ ଶାହଙ୍କ ବଡ଼ ବୟାନ । ଜାତୀୟ ଗଣମାଧ୍ୟମ ସଂସ୍ଥା ର କନକ୍ଲେଭରେ ଯୋଗ ଦେଇ ଅମିତ ଶାହା କହିଛନ୍ତି କିଛି ବି ହୋଇପାରେ । ଏ ସଂପର୍କରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିଷ୍ପତ୍ତି ନେବେ । ନିଶ୍ଚିତ ଭାବେ ଲୋକସଭା ଓ ବିଧାନସଭାରେ ଆମ ସଂଖ୍ୟା ବଢ଼ିବ ।

ଓଡ଼ିଶାରେ ଆମ ଶକ୍ତିରେ ବଡ଼ ଅଭିବୃଦ୍ଧି ଘଟିବ । ‘ଆମେ ଏକାଠି ଲଢ଼ିବୁ କି ଏକାକୀ ଲଢ଼ିବୁ, ଆଗ ନିଷ୍ପତ୍ତି ହେଉ’ । ‘ଯଦି ଏକାଠି ଲଢ଼ିବୁ, ନବୀନ ବାବୁଙ୍କ ସାଥୀ ହୋଇ ଲଢ଼ିବୁ’ । ଏକାକୀ ଲଢ଼ିଲେ, ସରକାର ଗଠନ ପାଇଁ ଲଢ଼ିବୁ । ଦିଲ୍ଲୀରେ ଏକ କାର୍ୟ୍ୟକ୍ରମରେ କହିଲେ ଗୃହ ମନ୍ତ୍ରୀ ଶାହ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ