Masthead

ଇଲେକ୍ଟୋରାଲ ବଣ୍ଡକୁ ନେଇ ଶାହଙ୍କ ବଡ଼ ବୟାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇଲେକ୍ଟୋରାଲ ବଣ୍ଡକୁ ନେଇ ଅମିତ ଶାହଙ୍କ ବଡ଼ ବୟାନ । କହିଛନ୍ତି, ବିରୋଧୀ ଦଳଗୁଡିକ ମଧ୍ୟ ନିର୍ବାଚନ ବଣ୍ଡ ଜରିଆରେ ଟଙ୍କା ପାଇଛନ୍ତି। କ’ଣ ସେମାନେ ମଧ୍ୟ ଏହାକୁ ବଟି ଆଦାୟ ସହ ତୁଳନା କରିବେ କି ? ଲୋକସଭା ନିର୍ବାଚନ ପୂର୍ବରୁ ବିରୋଧୀ ନିର୍ବାଚନୀ ବଣ୍ଡକୁ ପ୍ରମୁଖ ପ୍ରସଙ୍ଗ କରିଛନ୍ତି।

ଶାହା କହିଛନ୍ତି, ସେମାନଙ୍କ ସହ ଥିବା ଦଳ ଗୁଡିକ ମଧ୍ୟ ବଣ୍ଡ ଜରିଆରେ ଚାନ୍ଦା ପାଇଛନ୍ତି। ଏହା ମଧ୍ୟ କ’ଣ ବଟି? ରାହୁଲ ଗାନ୍ଧୀ ଲୋକଙ୍କୁ କୁହନ୍ତୁ ଯେ ହଁ ଆମେ ମଧ୍ୟ ବଳପୂର୍ବକ ବଟି ଆଦାୟ କରିଛୁ। ଏମ୍‌ପିଙ୍କ ଅନୁପାତରେ ସେମାନେ ଗ୍ରହଣ କରିଥିବା ଚାନ୍ଦା ଆମଠାରୁ ଅଧିକ। ସେମାନଙ୍କ ପାଖରେ କୌଣସି ପ୍ରସଙ୍ଗ ନାହିଁ। ତେଣୁ ଆମ ଉପରେ ଦୁର୍ନୀତିର ଅଭିଯୋଗ ଆଣୁଛନ୍ତି। ସେମାନେ କେବେ ସଫଳ ହେବେ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ