Masthead

କଟକରେ ଶାହାଙ୍କ ରୋଡ ସୋ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆରମ୍ଭ ହୋଇଯାଇଛି ନିର୍ବାଚନ ଯୁଦ୍ଧ । ନିର୍ବାଚନ ପ୍ରଚାରକୁ ଶାଣିତ କରିବା ଏବଂ ରାଜ୍ୟ ବିଜେପିକୁ ବଳ ଦେବାକୁ ଓଡ଼ିଶା ଆସୁଛନ୍ତି ବିଜେପିର ହେଭିୱେଟ । ଗତକାଲି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । କାଲି କଟକରେ କରିବେ ରୋଡ୍ ସୋ’ । ତେବେ ଗୃହମନ୍ତ୍ରୀଙ୍କ ଗସ୍ତ ସୂଚୀରେ କିଛି ପରିବର୍ତ୍ତନ କରାଯାଇଛି । ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଥିବା ଅମିତ ଶାହାଙ୍କ କଟକ ସହ ଆସ୍କାର ସୋରଡା ଓ ବୌଦ୍ଧରେ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି ।

କାଲି ଦିନ ୧୨ଟା ୩୦ରେ ଅମିତ ଶାହା ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବେ । ସେଠାରୁ ସ୍ୱତନ୍ତ୍ର ବିମାନ ଯୋଗେ ସୋରଡା ଯିବେ । ଦିନ ଗୋଟାଏ ୩୦ରେ ସୋରଡାରେ ଜନସଭାରେ ସାମିଲ ହୋଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ । ଏହା ପରେ ୩ଟା ୩୦ରେ ବୌଦ୍ଧରେ ପହଞ୍ଚି ଦଳୀୟ ସମାବେଶରେ ସାମିଲ ହେବେ । ସେଠାରୁ କଟକ ଆସିବେ ଅମିତ ଶାହା । ସଂଧ୍ୟା ୫ଟା ୩୦ରେ କଟକରେ ରୋଡ୍ ସୋ’କରିବେ । ପୂର୍ବରୁ ରାଉରକେଲା ଓ କଣ୍ଟାବାଞ୍ଜିରେ ଅମିତ ଶାହାଙ୍କ କାର୍ଯ୍ୟକ୍ରମ ସ୍ଥିର କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି