Masthead

ଫେକ୍‌ ଭିଡିଓ ନେଇ ଶାହଙ୍କ ନିଶାନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଫେକ୍‌ ଭିଡିଓ ପ୍ରସଙ୍ଗରେ କଂଗ୍ରେସକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଶାହଙ୍କ ଟାର୍ଗେଟ୍‌ । ଗୌହାଟୀରେ ପ୍ରେସମିଟ୍‌ କରି କଂଗ୍ରେସ ଉପରେ ବର୍ଷିଲେ ଅମିତ ଶାହ । କହିଛନ୍ତି ସମାନଙ୍କର ନିରାଶା ଏତେ ତଳକୁ ଯାଇଛି ଯେ ଫେକ୍‌ ଭିଡିଓ କରୁଛନ୍ତି । ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସଭାପତି ଫେକ୍‌ ଭିଡିଓ ଫରୱାଡ କରୁଛନ୍ତି । ଏଥିରୁ ସେମାନେ କେତେ ହତୋତ୍ସାହିତ ତାହାର ପ୍ରମାଣ ମିଳୁଛି ।

ରାହୁଲ କଂଗ୍ରେସ କଥା ବୁଝିବା ଦିନରୁ ରାଜନୀତିକୁ ଏତେ ତଳକୁ ନେଇଛନ୍ତି । ଫେକ୍‌ ଭିଡିଓ ଜରିଆରେ ଲୋକପ୍ରିୟତା ଉଦ୍ୟମ ନିନ୍ଦନୀୟ । କୌଣସି ପ୍ରମୁଖ ରାଜନୈତିକ ଦଳ ପୂର୍ବରୁ ଏପରି କାମ କରି ନ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି