Masthead

ଧନ ତେରସ ପୂର୍ବରୁ ଗହଣା ଦୋକାନୀକୁ ଝଟକା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଧନ ତେରସ ପୂର୍ବରୁ ଗହଣା ଦୋକାନୀକୁ ଝଟକା । ଟିକସ ଫାଙ୍କିଥିବା ଅଭିଯୋଗରେ ଗହଣା ଦୋକାନରେ ସିଟି ଜିଏସଟି ବିଭାଗର ଚଢ଼ାଉ । ପଦ୍ମପୁର ସହରର ଓମପ୍ରକାଶ ଅଗ୍ରୱାଲଙ୍କ ମିନାକ୍ଷୀ ଜ୍ବେଲେରୀ ସୁନା ଗହଣା ବିକ୍ରି କରି ଟିକସ ଫାଙ୍କିଥିବା ଅଭିଯୋଗରେ ସିଟି ଓ ଜିଏସଟି ବିଭାଗର ଦୁଇଟି ଟିମ ପଦ୍ମପୁର ଥାନା ଛକ ସ୍ଥିତ ଦୋକାନ ଓ ଘରେ ସମୁଦାୟ ଦୁଇଟି ଟିମ ଚଢ଼ାଉ କରିଛନ୍ତି ଏବଂ ସମସ୍ତ କ୍ରୟ ବିକ୍ରୟ ରେଜିଷ୍ଟର ଓ ସୁନା ଗହଣା ଯାଞ୍ଚ ଚାଲିଥିବା ଜିଏସଟି ବିଭାଗର ଅଧିକାରୀ ରଜନୀକାନ୍ତ ସେଠ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ