Masthead

ପରଲୋକରେ ଶଲାବୁଢା

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ଜାତୀୟ ପୁରସ୍କାର ପ୍ରାପ୍ତ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୯୨ବର୍ଷ ବୟସ ହୋଇଥିଲା । ସେ ସେପ୍ଟିସେମିଆରେ ରୋଗରେ ପିଡ଼ିତ ହୋଇ ଗତ ୧୦ ଦିନ ଧରି ଚିକିତ୍ସିତ ହେଉଥିଲେ । ଅଟଳ ବିହାରୀଙ୍କ ମୃତ୍ୟୁ ନେଇ ତାଙ୍କ ସାନ ପୁଅ ସୂଚନା ଦେଇଛନ୍ତି । ଅଟଳ ବାହରୀ ପଣ୍ଡା ଶଲାବୁଢ଼ା ପାଇଁ ଓଡ଼ିଶାର ଘରେ ଘରେ ପରିଚିତ ଥିଲେ । ଏହାଛଡ଼ା ଏଥିପାଇଁ ସେ ଜାତୀୟ ପୁରସ୍କାର ମଧ୍ୟ ପାଇଥିଲେ ।

କିଛି ଦିନ ତଳେ ସେ ହସ୍ପିଟାଲରୁ ଘରକୁ ଡିସଚାର୍ଜ ହୋଇଥିଲେ । କିନ୍ତୁ ପୁଣି ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ