Masthead

ଶୁଳିଆପଦାରେ ଲଜ୍ଜା

ଶୁଳିଆପଦା (ବଡ଼ ଖବର ବ୍ୟୁରୋ): ମୟୁରଭଞ୍ଜରେ ଲଜ୍ଜା । ଶୁଳିଆପଦାରେ ୭ବର୍ଷର ନାବାଳିକାକୁ ଦୁଷ୍କର୍ମ । ଅତି ଅମାନୁଷିକ ଭାବେ ଜଣେ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଶୁଳିଆପଦା ଥାନା ତିଳଯୋଡି ଗାଁର ଜଣେ ନାବାଳିକା ସାଙ୍ଗମାନଙ୍କ ସହ ଖେଳୁଥିଲା । ଏହି ସମୟରେ ସେହି ଗାଁର ୩୦ବର୍ଷିୟ ଯୁବକ ସୁଲାତନ ଦାସ ଓରଫ ବାପୁନ ସେଠାରେ ପହଁଚି ନାବାଳିକାକୁ ଦୁଷ୍କର୍ମ କରିଥିଲା ।

ନାବାଳିକା ପିନ୍ଧିଥିବା ପୋଷାକରେ ତା ଗୋଡକୁ ବାନ୍ଧି ଅତି ଅମାନୁଷିକ ଭାବେ ଦୁଷ୍କର୍ମ କରିଥବା ଅଭିଯୋଗ ହୋଇଛି । ପାଖରେ ଥିବା ଅନ୍ୟ ପିଲାମାନେ ଏହାକୁ ବିରୋଧ କରିବାରୁ ଯୁବକ ଜଣକ ସେମାନଙ୍କୁ ହତ୍ୟା ଧମକ ଦେଇଥିଲା । ତେବେ ନାବାଳିକା ଜଣକ ଗୁରୁତର ହୋଇପଡିବାରୁ ସେଠାରୁ ସେ ଛାଡି ଚମ୍ପଟ ମାରିଥିଲା । ପରେ ପରିବାର ଲୋକେ ଖବର ପାଇ ଗୁରୁତର ନାବାଳିକାକୁ ଉଦ୍ଧାର କରିଥିଲେ । ଖବର ପାଇ ଶୁଳିଆପଦା ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତକୁ ଗିରଫ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା