ରୀତିନୀତିକୁ ନେଇ ଯୋଗ ଦେବେନି ଶଙ୍କରାଚାର୍ଯ୍ୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୨୨ରେ ହେବ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା । ସାମିଲ ହେବେ ନାହିଁ ଶଙ୍କରାଚାର୍ଯ୍ୟ । ରୀତିନୀତି କାରଣରୁ ସାମିଲ ହେଉ ନଥିବା କହିଛନ୍ତି ଶଙ୍କରାଚାର୍ଯ୍ୟ । ସେମାନଙ୍କ ମଧ୍ୟରୁ ୩ ଜଣ ଏହି କାର୍ଯ୍ୟକ୍ରମକୁ ସମର୍ଥନ କରିଥିଲେ ମଧ୍ୟ ରୀତିନୀତି କାରଣରୁ ସାମିଲ ହେଉନଥିବା କହିଛନ୍ତି। ‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେ ବିରୋଧ କରୁନାହୁଁ, କେବଳ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ମନ୍ଦିର ନିର୍ମାଣ ସଂପୂର୍ଣ୍ଣ ହେବା ପୂର୍ବରୁ ହେଉଥିବା ଏବଂ ସନାତନ ଧର୍ମର କେତେକ ରୀତିନୀତି ପାଳନ ହେଉନଥିବାରୁ ଏଥିରୁ ଦୂରେଇ ରହିବୁ ବୋଲି ସେମାନେ କହିଛନ୍ତି। କେବଳ ଜ୍ୟୋତିର୍ମଠ ଶଙ୍କରାଚାର୍ଯ୍ୟ ସ୍ୱାମୀ ଅବିମୁକ୍ତେଶ୍ୱରାନନ୍ଦ ମହାରାଜ ସମାରୋହ ବିରୋଧରେ ଟିପ୍ପଣୀ ଦେଇଛନ୍ତି। ସନାତନ ଧର୍ମର ଶୀର୍ଷ ଆଧ୍ୟାତ୍ମିକ ନେତାଙ୍କ ପ୍ରତିକ୍ରିୟାକୁ ନେଇ ବିରୋଧୀ ଦଳମାନେ ଏବେ ବିଜେପିକୁ ଘେରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ