Masthead

ବେଆଇନ ଭାବେ ନିର୍ମାଣ ହୋଇଛି ବିଜେଡିର ଶଙ୍ଖ ଭବନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶଙ୍ଖ ଭବନର ହେବ ତଦନ୍ତ । ବେଆଇନ ଭାବେ ନିର୍ମାଣ ହୋଇଛି ବିଜେଡିର ଶଙ୍ଖ ଭବନ । କିସମ ପରିବର୍ତ୍ତନ କରି ତୋଳାଯାଇଛି ଶଙ୍ଖ ଭବନ । ସଡ଼କର କିସମକୁ ଘରବାଡ଼ିରେ ପରିବର୍ତ୍ତନ କରି ତୋଳାଯାଇଛି । ୧ଏକର ୧୮୩ ଡିସିମିଲ ଜାଗାରେ ନିର୍ମିତ ହୋଇଛି ଶଙ୍ଖ ଭବନ । ବେଆଇନ ନିର୍ମାଣ ହୋଇଥିବାରୁ ତଦନ୍ତ ହେବ । ଏଭଳି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।

ବିଜେଡିର ଶଙ୍ଖ ଭବନକୁ ନେଇ ଅନେକ ଦିନ ଧରି ଅଭିଯୋଗ ହୋଇ ଆସୁଥିବାବେଳେ ଏବେ ତଦନ୍ତ ନେଇ ପ୍ରତିଶ୍ରୁତି ଦେଇଛନ୍ତି ମନ୍ତ୍ରୀ। ଅଭିଯୋଗ ଅନୁସାରେ, ସଡ଼କ କିସମ ଜାଗାକୁ ଘରବାଡ଼ିରେ ପରିବର୍ତ୍ତନ କରି ନିର୍ମାଣ ହୋଇଛି ଶଙ୍ଖ ଭଵନ। ରାଜଧାନୀ ଛାତି ଉପରେ ବେଆଇନ ଭାବେ ନିର୍ମାଣ ହୋଇଛି ବିଜେଡିର ପାର୍ଟି ଅଫିସ। କିସମ ‘ସଡ଼କ’କୁ ଘରବାଡ଼ି କିସମରେ ବଦଳାଇ ତାହା ଉପରେ ତୋଳା ହୋଇଛି ବିଶାଳ ଶଙ୍ଖ ଭବନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ